ଭୁବନେଶ୍ବର ୫।୧: ଭୁବନେଶ୍ବରର ୫ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା ବିଏମସି । ଏହି ସ୍ଥାନରୁ ଏକାଧିକ ପଜିଟିଭ୍ କେସ୍ ବାହରି ଥିବାରୁ କଣ୍ଟେନମେଣ୍ଟ ଘୋଷଣା କରାଯାଇଛି । ଆଚାର୍ଯ୍ୟ ବିହାର ସାଇ ମନ୍ଦିର ନିକଟ ପ୍ଲଟ୍ ନଂ ୧୪୯୯, ସତ୍ୟ ନଗରର ୧୨୦ବି ପ୍ଲଟ୍ ନଂ, ବାପୁଜୀ ନଗରର ପ୍ଲଟ୍ ନଂ ୬୦, ଟଙ୍କପାଣି ସାଇ ମନ୍ଦିର ରୋଡ୍ ବିଷ୍ଣୁ ନଗରର ପ୍ଲଟ୍ ନଂ ୧୧୪୭ ଓ ଆଚାର୍ଯ୍ୟ ବିହାର ପାଣିଟାଙ୍କି ନିକଟ ପ୍ଲଟ୍ ନମ୍ବର ୧୩/୬୫କୁ ବିଏମସି ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।
Sign in
Sign in
Recover your password.
A password will be e-mailed to you.